John 6:28 — Compare Translations
7 translations compared side by side
Odia - 1840
"ଲୋକମାନେ ଯୀଶୁଙ୍କୁ ପଚାରିଲେ, ଆମ୍ଭେ କ'ଣ କ'ଣ କରିବା ଉଚିତ ବୋଲି ପରମେଶ୍ବର ଚାହାଁନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଈଶ୍ଵରଙ୍କ କାର୍ଯ୍ୟସବୁ କରିବା ନିମନ୍ତେ ଆମ୍ଭମାନଙ୍କୁ କଅଣ କରିବାକୁ ହେବ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତାଙ୍କୁ ପଚାରିଲେ, “ଈଶ୍ୱରଙ୍କ ଇଚ୍ଛାନୁରୂପ କାର୍ଯ୍ୟ କରିବା ପାଇଁ ଆମେ କ’ଣ କରିପାରିବା?”
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭେ କ’ଣ କ’ଣ କରିବା ଉଚିତ୍ ବୋଲି ପରମେଶ୍ୱର ଗ୍ଭହାନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଈଶ୍ବରଙ୍କ କାର୍ଯ୍ୟସବୁ କରିବା ନିମନ୍ତେ ଆମ୍ଭମାନଙ୍କୁ କଅଣ କରିବାକୁ ହେବ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଈଶ୍ୱରଙ୍କ କାର୍ଯ୍ୟସବୁ କରିବା ନିମନ୍ତେ ଆମ୍ଭମାନଙ୍କୁ କ'ଣ କରିବାକୁ ହେବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಲೊಕಾನಿ ತೆನಿ, “ದೆವಾಕ್ ಪಾಜೆ ತಶೆ ಕರುಚೆ ಮಟ್ಲ್ಯಾರ್ ಅಮಿ ಕಾಯ್ ಕರುಚೆ?” ಮನುನ್ ಇಚಾರ್ಲ್ಯಾನಿ.