John 6:29 — Compare Translations

7 translations compared side by side

Odia - 1840
"ଯୀଶୁ ଉତ୍ତର ଦେଲେ, ପରମେଶ୍ବର ଚାହାଁନ୍ତି, ଯେ ସେ ଯାହାଙ୍କୁ ପଠାଇଛନ୍ତି, ତାହାଙ୍କଠା ରେ ତୁମ୍ଭମାନେେ ବିଶ୍ବାସ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ଵାସ କରିବା ହିଁ ଈଶ୍ଵରଙ୍କ କାର୍ଯ୍ୟ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ: “ଯାହାଙ୍କୁ ଈଶ୍ୱର ପ୍ରେରଣ କରିଛନ୍ତି, ତାଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ତୁମ୍ଭେମାନେ ତାହା କରିପାରିବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ପରମେଶ୍ୱର ଗ୍ଭହାନ୍ତି, ଯେ ସେ ଯାହାଙ୍କୁ ପଠାଇଛନ୍ତି, ତାହାଙ୍କଠାରେ ତୁମ୍ଭେମାନେ ବିଶ୍ୱାସ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ୱାସ କରିବା ହିଁ ଈଶ୍ବରଙ୍କ କାର୍ଯ୍ୟ ଅଟେ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ୱାସ କରିବା ହିଁ ଈଶ୍ୱରଙ୍କ କାର୍ଯ୍ୟ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ, “ದೆವಾಕ್ ಪಾಜೆ ಹೊಲ್ಲೆ ಕಾಯ್ ಮಟ್ಲ್ಯಾರ್ ತೆನಿ ಧಾಡುನ್ ದಿಲ್ಲ್ಯಾಚ್ಯಾ ವರ್ತಿ ವಿಶ್ವಾಸ್, ಕರ್‍ತಲೆ” ಮನುನ್ ಜಬಾಬ್ ದಿಲ್ಯಾನ್.