John 6:3 — Compare Translations

7 translations compared side by side

Odia - 1840
"ଯୀଶୁ ପାହାଡ ଉପରକୁ ଚଢିଗଲେ। ସଠାେରେ ତାହାଙ୍କର ଶିଷ୍ଯମାନଙ୍କ ଗହଣ ରେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ପର୍ବତ ଉପରକୁ ଯାଇ ଆପଣା ଶିଷ୍ୟମାନଙ୍କ ସହିତ ସେଠାରେ ବସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଗୋଟିଏ ପାହାଡ଼ ଉପରକୁ ଯାଇ ଶିଷ୍ୟମାନଙ୍କ ସହ ବସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପାହାଡ଼ ଉପରକୁ ଚଢ଼ିଗଲେ। ସେଠାରେ ତାହାଙ୍କର ଶିଷ୍ୟମାନଙ୍କ ଗହଣରେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ପର୍ବତ ଉପରକୁ ଯାଇ ଆପଣା ଶିଷ୍ୟମାନଙ୍କ ସହିତ ସେଠାରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ପର୍ବତ ଉପରକୁ ଯାଇ ଆପଣା ଶିଷ୍ୟମାନଙ୍କ ସହିତ ସେଠାରେ ବସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಎಕ್ ಮಡ್ಡಿ ವರ್ತಿ ಗೆಲೊ, ಅನಿ ಅಪ್ನಾಚ್ಯಾ ಶಿಸಾಂಚ್ಯಾ ವಾಂಗ್ಡಾ ಬಸ್ಲೊ.