John 6:30 — Compare Translations

7 translations compared side by side

Odia - 1840
"ତେଣୁ ଲୋକମାନେ ପଚାରିଲେ, ତୁମ୍ଭକୁ ଯେ ପରମେଶ୍ବର ପଠାଇଛନ୍ତି, ଏକଥା ତୁମ୍ଭେ କେଉଁ ଆଶ୍ଚର୍ୟ୍ଯକାର୍ୟ୍ଯ ଦ୍ବାରା ପ୍ରମାଣ କରି ଦଖାଇବେ? ତୁମ୍ଭେ ଯଦି କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ ଆମ୍ଭକୁ କରି ଦଖାଇବେ, ତବେେ ଆମ୍ଭେ ତୁମ୍ଭକୁ ବିଶ୍ବାସ କରିବୁ। ତୁମ୍ଭେ କ'ଣ କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହା ହେଲେ ଆପଣ ଚିହ୍ନସ୍ଵରୂପ କଅଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ଵାସ କରି ପାରୁ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପଚାରିଲେ, “ତୁମଠାରେ ଆମେ ଯେପରି ବିଶ୍ୱାସ କରିବୁ, ସେଥିପାଇଁ ଆମକୁ କି କର୍ମ ଦେଖାଇ ପାରିବ? କୁହ, କ’ଣ କରିପାରିବ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋକମାନେ ପଗ୍ଭରିଲେ, “ତୁମ୍ଭକୁ ଯେ ପରମେଶ୍ୱର ପଠାଇଛନ୍ତି, ଏ କଥା ତୁମ୍ଭେ କେଉଁ ଆଶ୍ଚର୍ଯ୍ୟକାର୍ଯ୍ୟ ଦ୍ୱାରା ପ୍ରମାଣ କରି ଦେଖାଇବ? ତୁମ୍ଭେ ଯଦି କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଆମ୍ଭକୁ କରି ଦେଖାଇବ, ତେବେ ଆମ୍ଭେ ତୁମ୍ଭକୁ ବିଶ୍ୱାସ କରିବୁ। ତୁମ୍ଭେ କ’ଣ କରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନସ୍ୱରୂପ କଅଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରିପାରୁ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନ ସ୍ୱରୂପ କ'ଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରି ପାରୁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಲೊಕಾ ತೆನಿ,“ಅಮಿ ಬಗುನ್ ತುಜೆ ವರ್ತಿ ವಿಶ್ವಾಸ್ ಕರಿ ಸರ್ಕೆ ಕಾಯ್ ಅಜಾಪ್ ಅಮ್ಕಾ ತಿಯಾ ಕರುನ್ ದಾಕ್ವುತೆಯ್? ಕಾಯ್ ಕಾಮ್ ಕರುನ್ ದಾಕ್ವುತೆ ತಿಯಾ?”