John 6:31 — Compare Translations

7 translations compared side by side

Odia - 1840
"ଆମ୍ଭର ପିତୃପୁରୁଷମାନେ ମରୁଭୂମିରେ ମାନ୍ନା ଖାଇଥିଲେ, ତାହା ପରମେଶ୍ବର ସମାନଙ୍କେୁ ଦଇେଥିଲେ। ଧର୍ମଶାସ୍ତ୍ର ରେ ଲଖାେ ଅଛି: 'ପରମେଶ୍ବର ସମାନଙ୍କେୁ ସ୍ବର୍ଗରୁ ଖାଦ୍ୟ ଖାଇବାକୁ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣ କଅଣ ସାଧନ କରୁଅଛନ୍ତି? ଆମ୍ଭମାନଙ୍କର ପିତୃପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରୁଥିଲେ, ଯେପରି ଲେଖା ଅଛି, ଭୋଜନ କରିବା ନିମନ୍ତେ ସେ ସେମାନଙ୍କୁ ସ୍ଵର୍ଗରୁ ଆହାର ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ପୂର୍ବପୁରୁଷମାନେ ମରୁଭୂମିରେ ‘ମାନ୍ନା’ ଖାଇଥିଲେ। ଆମ ଧର୍ମଶାସ୍ତ୍ର ଅନୁସାରେ ସେ ଏହି ଖାଦ୍ୟ ସ୍ୱର୍ଗରୁ ଆଣି ଯୋଗାଇ ଥିଲେ।”
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପିତୃପୁରୁଷମାନେ ମରୁଭୂମିରେ ମାନ୍ନା ଖାଇଥିଲେ, ତାହା ପରମେଶ୍ୱର ସେମାନଙ୍କୁ ଦେଇଥିଲେ। ଧର୍ମଶାସ୍ତ୍ରରେ ଲେଖା ଅଛି: ‘ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ଖାଦ୍ୟ ଖାଇବାକୁ ଦେଇଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣ କଅଣ ସାଧନ କରୁଅଛନ୍ତି? ଆମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରୁଥିଲେ, ଯେପରି ଲେଖାଅଛି, ଭୋଜନ କରିବା ନିମନ୍ତେ ସେ ସେମାନଙ୍କୁ ସ୍ୱର୍ଗରୁ ଆହାର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆପଣ କ'ଣ ସାଧନ କରୁଅଛନ୍ତି? ଆମ୍ଭମାନଙ୍କର ପିତୃପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରୁଥିଲେ, ଯେପରି ଲେଖା ଅଛି, ଭୋଜନ କରିବା ନିମନ୍ତେ ସେ ସେମାନଙ୍କୁ ସ୍ୱର୍ଗରୁ ଆହାର ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕಾತ್ “ತೆನಿ ತೆಂಕಾ ಸರ್‍ಗಾ ವೈನಾ ಬಾಕ್ರಿ ದಿಲ್ಯಾನ್, ಅನಿ ತೆನಿ ಖಾಲ್ಯಾನಿ ಮಟ್ಲ್ಯಾ ಸರ್ಕೆ ಅಮ್ಚ್ಯಾ ಅದ್ಲ್ಯಾ ಲೊಕಾನಿ ಮರುಭುಮಿತ್ ಮನ್ನಾ ಖಾಲ್ಯಾನಿ”. ಮಟ್ಲ್ಯಾನಿ.