John 6:33 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କର ଖାଦ୍ୟ କ'ଣ? ପରମେଶ୍ବରଙ୍କର ଖାଦ୍ୟ ହେଉଛି ଜଣେ ବ୍ଯକ୍ତି ୟିଏ ଜଗତକୁ ଜୀବନ ଦବୋ ପାଇଁ ସ୍ବର୍ଗରୁ ଓହ୍ଲାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ଆହାର ସ୍ଵର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ଵରଦତ୍ତ ଆହାର ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ପିତା ଈଶ୍ୱର ତୁମ୍ଭମାନଙ୍କୁ ପ୍ରକୃତ ସ୍ୱର୍ଗୀୟ ଖାଦ୍ୟ ଦିଅନ୍ତି। ଯେ ସ୍ୱର୍ଗରୁ ଓହ୍ଲାଇ ଆସି ଜଗତକୁ ଜୀବନ ପ୍ରଦାନ କରନ୍ତି, ସେ ହେଉଛନ୍ତି ସେହି ଈଶ୍ୱରଦତ୍ତ ଖାଦ୍ୟ।”
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ଖାଦ୍ୟ କ’ଣ? ପରମେଶ୍ୱରଙ୍କର ଖାଦ୍ୟ ହେଉଛି ଜଣେ ବ୍ୟକ୍ତି ଯିଏ ଜଗତକୁ ଜୀବନ ଦେବା ପାଇଁ ସ୍ୱର୍ଗରୁ ଓହ୍ଲାଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ବରଦତ୍ତ ଆହାର।”
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ୱରଦତ୍ତ ଆହାର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ಭಾಕ್ರಿ ದಿತಾ ಸರ್ಗಾವೈನಾ ಉತ್ರುನ್ ಯೆತಾ, ಅನಿ ಜಗಾಕ್ ಜಿವ್ ದಿತಾ”, ಮಟ್ಲ್ಯಾನ್.