John 6:35 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ କହିଲେ, ମୁଁ ସହେି ଜୀବନଦାୟକ ଖାଦ୍ୟ। ମାେ ନିକଟକୁ ଯେ କହେି ଆ ସେ ସେ କଦାପି ଭୋକିଲା ରହିବ ନାହିଁ। ମାେତେ ୟିଏ ବିଶ୍ବାସ କରେ, ସେ କବେେ ତୃଷିତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ଵାସ କରେ, ସେ କଦାପି ତୃଷିତ ହେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ: “ମୁଁ ସେହି ଜୀବନଦାୟୀ ଆହାର। ଯେ ମୋ’ ନିକଟକୁ ଆସେ, ସେ ଆଉ କ୍ଷୁଧିତ ହେବ ନାହିଁ। ଯେ ମୋତେ ବିଶ୍ୱାସ କରେ, ସେ ଆଉ କେବେ ତୃଷାର୍ତ୍ତ ହେବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ କହିଲେ, “ମୁଁ ସେହି ଜୀବନଦାୟକ ଖାଦ୍ୟ। ମୋ’ ନିକଟକୁ ଯେ କେହି ଆସେ ସେ କଦାପି ଭୋକିଲା ରହିବ ନାହିଁ। ମୋତେ ଯିଏ ବିଶ୍ୱାସ କରେ, ସେ କେବେ ତୃଷିତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ସେହି ଜୀବନଦାୟକ ଆହାର; ଯେ ମୋ' ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋ'ଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ ಸಾಂಗಲ್ಲ್ಯಾನ್, “ಮಿಯಾಚ್ ಜಿವ್ ದಿತಲಿ ಭಾಕ್ರಿ, ಜೆ ಕೊನ್ ಮಾಜ್ಯಾಕ್ಡೆ ಯೆತಾತ್, ತೆಂಕಾ ಕನ್ನಾಬಿ ಭುಕ್ ಲಾಗಿನಾ, ಜೆ ಕೊನ್ ಮಾಜೆ ವರ್ತಿ ವಿಶ್ವಾಸ್, ಕರ್ತಾತ್ ತೆಂಕಾ ಕನ್ನಾಚ್ ಸೊಸ್ ಲಾಗಿನಾ.