John 6:37 — Compare Translations
7 translations compared side by side
Odia - 1840
"ମାରେ ପରମପିତା ମାେତେ ମାେ ଲୋକମାନଙ୍କୁ ଦଇେଛନ୍ତି। ସମାନେେ ପ୍ରେତ୍ୟକକ ମାେ ପାଖକୁ ଆସିବେ। ମୁଁ ସର୍ବଦା ମାେ ପାଖକୁ ଆସୁଥିବା ପ୍ରେତ୍ୟକକଙ୍କୁ ଗ୍ରହଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତା ଯେସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନଙ୍କୁ ମୋ’ ପିତା ମୋତେ ଦେଇଛନ୍ତି, ସେମାନେ ମୋ’ ନିକଟକୁ ଆସିବେ। ଯେ କେହି ମୋ’ ପାଖକୁ ଆସିବ, ମୁଁ କେବେ ତାକୁ ଫେରାଇ ଦେବି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପରମପିତା ମୋତେ ମୋ’ ଲୋକମାନଙ୍କୁ ଦେଇଛନ୍ତି। ସେମାନେ ପ୍ରତ୍ୟେକ ମୋ’ ପାଖକୁ ଆସିବେ। ମୁଁ ସର୍ବଦା ମୋ’ ପାଖକୁ ଆସୁଥିବା ପ୍ରତ୍ୟେକଙ୍କୁ ଗ୍ରହଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
Odia IRV 2017 (ଓଡିଆ ବାଇବେଲ)
ପିତା ଯେସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋ' ନିକଟକୁ ଆସିବେ; ଆଉ, ଯେ ମୋ' ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಬಾಬಾನ್ ಮಾಜೆ ಮನುನ್ ಮಾಕಾ ದಿಲ್ಲೆ ಸಗ್ಳಿ ಲೊಕಾ ಮಾಜ್ಯಾಕ್ಡೆ ಯೆತ್ಯಾತ್, ಮಾಜ್ಯಾಕ್ಡೆ ಯೆಲ್ಲ್ಯಾಕ್ನಿ ಮಿಯಾ ಕನ್ನಾಬಿ ಢಕ್ಲುನ್ ಘಾಲಿನಾ.