John 6:38 — Compare Translations

7 translations compared side by side

Odia - 1840
"ମୁଁ ପରମେଶ୍ବରଙ୍କର ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବାପାଇଁ ସ୍ବର୍ଗରୁ ଆସିଅଛି। ମୁଁ ନିଜ ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବା ପାଇଁ ଆସି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ଵର୍ଗରୁ ଅବତରଣ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ମୋ’ ନିଜ ଇଚ୍ଛା ପୂରଣ କରିବାକୁ ନୁହେଁ, କିନ୍ତୁ ମୋର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ପୂରଣ କରିବାକୁ ମୁଁ ସ୍ୱର୍ଗରୁ ଆସିଛି ଏବଂ
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପରମେଶ୍ୱରଙ୍କର ଇଚ୍ଛା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ସ୍ୱର୍ଗରୁ ଆସିଅଛି। ମୁଁ ନିଜ ଇଚ୍ଛା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ଆସି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ಸರ್‍ಗಾ ವೈನಾ ಮಾಜ್ಯಾ ಮನಾಚ್ಯಾ ಸರ್ಕೆ ಕರುಕ್ ಯೆವ್ಕ್ ನಾ, ಮಾಕಾ ಧಾಡುನ್ ದಿಲ್ಯಾಚ್ಯಾ ಮನಾ ಸರ್ಕೆ ಕರುಕ್ ಮನುನ್ ಮಿಯಾ ಯೆಲಾ.