John 6:39 — Compare Translations
7 translations compared side by side
Odia - 1840
"ପରମେଶ୍ବର ଯେଉଁମାନଙ୍କୁ ମାେତେ ଦଇେଛନ୍ତି ମୁଁ ସମାନଙ୍କେ ମଧ୍ଯରୁ ଜଣକୁ ହେଲେ କଦାପି ହରାଇବି ନାହିଁ। ମୁଁ ସମାନଙ୍କେୁ ଶଷେ ଦିନ ରେ ନିଶ୍ଚୟ ଉତ୍ଥାପନ କରିବି। ୟିଏ ମାେତେ ପଠାଇଛନ୍ତି ସେ ଚାହାଁନ୍ତି ମୁଁ ସହେି କାର୍ୟ୍ଯ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୋହର ପ୍ରେରଣକର୍ତ୍ତା ଯେସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଞ୍ଚ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନଙ୍କୁ ସେ ମୋ’ ନିକଟକୁ ପଠାଇଛନ୍ତି, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ହେଲେ ନ ହରାଇ ଶେଷ ଦିନରେ ସେହି ସମସ୍ତଙ୍କୁ ପୁନର୍ଜୀବିତ କରିବି, ଏହା ତାଙ୍କର ଇଚ୍ଛା।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯେଉଁମାନଙ୍କୁ ମୋତେ ଦେଇଛନ୍ତି, ମୁଁ ସେମାନଙ୍କ ମଧ୍ୟରୁ ଜଣକୁ ହେଲେ କଦାପି ହରାଇବି ନାହିଁ। ମୁଁ ସେମାନଙ୍କୁ ଶେଷ ଦିନରେ ନିଶ୍ଚୟ ଉତ୍ଥାପନ କରିବି। ଯିଏ ମୋତେ ପଠାଇଛନ୍ତି ସେ ଗ୍ଭହାନ୍ତି ମୁଁ ସେହି କାର୍ଯ୍ୟ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୋହର ପ୍ରେରଣକର୍ତ୍ତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୋହର ପ୍ରେରଣକର୍ତ୍ତା ଯେସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಹಾತಿತ್ ಒಪ್ಸುನ್ ದಿಲ್ಲ್ಯಾನಿತ್ಲ್ಯಾ ಎಕ್ಲ್ಯಾಕ್ಬಿ ಕಳ್ದುನ್ ಘೆವ್ಚೆ ನ್ಹಯ್ ಆಕ್ರಿಚ್ಯಾ ದಿಸಿ ಮಿಯಾ ತೆಂಕಾ ಝಿತ್ತೆ ಕರುನ್ ಉಟ್ವುಚೆ, ಮನ್ತಲಿ ಮಾಕಾ ಧಾಡುನ್ ದಿಲ್ಲ್ಯಾಚಿ ಆಶ್ಯಾ.