John 6:4 — Compare Translations

7 translations compared side by side

Odia - 1840
"ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହାଇଯୋଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିହୁଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ନିସ୍ତାର ପର୍ବ ପାଖେଇ ଆସିଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହୋଇଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିହୁଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯିହୂଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜುದೆವಾಚ್ಯೊ ಪಾಸ್ಕಾಚೊ ಸನ್ ತೊಂಡಾರ್ ಯೆಲ್ಲೊ ಹೊತ್ತೊ