John 6:40 — Compare Translations
7 translations compared side by side
Odia - 1840
"ପ୍ରେତ୍ୟକକ ଲୋକ ୟିଏ ପୁତ୍ରଙ୍କୁ ଦେଖେ ଏବଂ ତାହାଙ୍କଠା ରେ ବିଶ୍ବାସ କରେ, ସେ ଅନନ୍ତ ଜୀବନ ଲାଭ କରେ। ମୁଁ ସେ ଲୋକକୁ ଶଷେ ଦିନ ରେ ଉତ୍ଥାପନ କରିବି। ଏହା ପରମପିତାଙ୍କର ଇଚ୍ଛା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେକେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ଵାସ କରେ, ସେ ଯେପରି ଅନ; ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ପିତା ଚାହାଁନ୍ତି, ଯେଉଁମାନେ ତାଙ୍କ ପୁତ୍ରଙ୍କୁ ଦେଖି ତାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ଅନନ୍ତ ଜୀବନ ଲାଭ କରନ୍ତୁ। ଏଣୁ ଶେଷ ଦିନରେ ମୁଁ ସେ ସମସ୍ତଙ୍କୁ ପୁନର୍ଜୀବିତ କରିବି।”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଲୋକ ଯିଏ ପୁତ୍ରଙ୍କୁ ଦେଖେ ଏବଂ ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ଲାଭ କରେ। ମୁଁ ସେ ଲୋକକୁ ଶେଷ ଦିନରେ ଉତ୍ଥାପନ କରିବି। ଏହା ପରମପିତାଙ୍କର ଇଚ୍ଛା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಲೆಕಾಕ್ ಬಗುನ್ ತ್ಯೆಚೆವರ್ತಿ ವಿಶ್ವಾಸ್, ಕರಲ್ಲ್ಯಾಕ್ನಿ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ಗಾವುಚೆ ಮನ್ತಲಿಚ್ ಮಾಜ್ಯಾ ಬಾಬಾಚಿ ಆಶಾ, ಅನಿ ಮಿಯಾ ತೆಂಕಾ ಆಕ್ರಿಚ್ಯಾ ದಿಸಿ ಝಿತ್ತೊ ಕರುನ್ ಉಟ್ವುತಾ”, ಮನುನ್ ಸಾಂಗ್ಲ್ಯಾನ್.