John 6:41 — Compare Translations
7 translations compared side by side
Odia - 1840
"ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଖାଦ୍ୟ, ବୋଲି ଯୀଶୁ କହିବାରୁ ଯିହୂଦୀମାନେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗ ପ୍ରଚାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସ୍ଵର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ, ସେ ଏହା କହିବାରୁ ଯିହୁଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ନିଜକୁ ସ୍ୱର୍ଗକୁ ସ୍ୱର୍ଗରୁ ଆଗତ ଆହାର ବୋଲି କହିବାରୁ ଇହୁଦୀମାନେ ଏ କଥାରେ ଅସନ୍ତୋଷ ଭାବ ପ୍ରକାଶ କଲେ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଖାଦ୍ୟ,” ବୋଲି ଯୀଶୁ କହିବାରୁ ଯିହୂଦୀମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ ପ୍ରଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ,” ସେ ଏହା କହିବାରୁ ଯିହୁଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ, ସେ ଏହା କହିବାରୁ ଯିହୂଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾ ಜೆಜುಚ್ಯಾ ವಿಶಯಾತ್ ಪುರ್ಪುಕ್ಲಾಗ್ಲಿ ಕಶ್ಯಾಕ್ ಮಟ್ಲ್ಯಾರ್ ಜುದೆವ್ ಲೊಕಾ ಜೆಜುನ್ ಮಿಯಾ ಸರ್ಗಾವೈನಾ, ಉತ್ರುನ್ ಯೆಲ್ಲಿ ಭಾಕ್ರಿ ಮಟ್ಲ್ಯಾನ್.