John 6:42 — Compare Translations

7 translations compared side by side

Odia - 1840
"ଯିହୂଦୀମାନେ କହିଲେ, ଏ ଯୀଶୁ ଅଟନ୍ତି। ଆମ୍ଭେ ତାହାଙ୍କ ପିତା ମାତାଙ୍କୁ ଜାଣିଛୁ। ଯୀଶୁ କବଳେ ୟୋ ସଫଙ୍କେର ପୁତ୍ର। ' ସେ କିପରି ସ୍ବର୍ଗରୁ ଓହ୍ଲାଇଛି ବୋଲି କହୁଛି?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ବାପାମାଆକୁ ଜାଣୁ ନାହୁଁଣ? ତେବେ ମୁଁ ସ୍ଵର୍ଗରୁ ଅବତରଣ କରିଅଛି ବୋଲି ସେ ଏବେ କିପରି କହୁଅଛି?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କହିଲେ, “ଏହି ବ୍ୟକ୍ତି ଯୋସେଫଙ୍କ ପୁଅ ଯୀଶୁ ନୁହଁନ୍ତି କି? ତାଙ୍କ ପିତାମାତାଙ୍କୁ ଆମେ ଜାଣୁ। ତେବେ ସେ ସ୍ୱର୍ଗରୁ ଆଗତ ବୋଲି କିପରି କହୁଛନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ କହିଲେ, “ଏ ଯୀଶୁ ଅଟନ୍ତି। ଆମ୍ଭେ ତାହାଙ୍କ ପିତାମାତାଙ୍କୁ ଜାଣିଛୁ। ଯୀଶୁ କେବଳ ଯୋଷେଫଙ୍କର ପୁତ୍ର। ‘ସେ କିପରି ସ୍ୱର୍ଗରୁ ଓହ୍ଲାଇଛି ବୋଲି କହୁଛି?’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ପିତାମାତାକୁ ଜାଣୁ ନାହୁଁ? ତେବେ “ମୁଁ ସ୍ୱର୍ଗରୁ ଅବତରଣ କରିଅଛି” ବୋଲି ସେ ଏବେ କିପରି କହୁଅଛି?
Odia IRV 2017 (ଓଡିଆ ବାଇବେଲ)
ଏ କ'ଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କ'ଣ ଏହାର ପିତାମାତାକୁ ଜାଣୁ ନାହୁଁ? ତେବେ ମୁଁ ସ୍ୱର୍ଗରୁ ଅବତରଣ କରିଅଛି ବୋଲି ସେ ଏବେ କିପରି କହୁଅଛି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತೆನಿ, “ಹ್ಯೊ ಮಾನುಸ್ ಜುಜೆಚೊ ಲೆಕ್ ಜೆಜು ಹೊಯ್ ಕಾಯ್ ನ್ಹಯ್? ಹೆಚ್ಯಾ ಬಾಯ್-ಬಾಬಾಕ್ನಿ ಅಮಿ ಬರೆ ವಳಕ್ತಾಂವ್, ತಸೆ ಜಾಲ್ಯಾರ್, ಹ್ಯೊ ಅಪ್ನಿ ಸರ್‍ಗಾ ವೈನಾ ಉತ್ರುನ್ ಯೆಲಾ ಮನ್ತಾ ತೆ ಕಶೆ?” ಮಟ್ಲ್ಯಾನಿ.