John 6:43 — Compare Translations

7 translations compared side by side

Odia - 1840
"କିନ୍ତୁ ଯୀଶୁ କହିଲେ, ତୁମ୍ଭମାନେେ ଅଭିଯୋଗ କରିବା ବନ୍ଦ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆପଣା ଆପଣା ମଧ୍ୟରେ ବଚସା କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ: “ଏସବୁ ସମାଲୋଚନା ବନ୍ଦ କର।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ ଅଭିଯୋଗ କରିବା ବନ୍ଦକର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଆପଣା ଆପଣା ମଧ୍ୟରେ ବଚସା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆପଣା ଆପଣା ମଧ୍ୟରେ ବଚସା କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, ತುಮ್ಚ್ಯಾ-ತುಮ್ಚ್ಯಾ ಮದ್ದಿಚ್ ಪುರ್‍ಪುರ್ತಲೆ ಸೊಡುನ್ ದಿವಾ.