John 6:44 — Compare Translations
7 translations compared side by side
Odia - 1840
"ପରମପିତା ମାେତେ ପଠାଇଛନ୍ତି। ସେ ଲୋକମାନଙ୍କୁ ମାେ ନିକଟକୁ ଆଣନ୍ତି। ମୁଁ ସହେି ଲୋକମାନଙ୍କୁ ଶଷଦେିନ ରେ ଉତ୍ଥାପନ କରିବି। ଯଦି ପରମପିତା କୌଣସି ଲୋକକୁ ମାେ ନିକଟକୁ ନ ଆଣିବେ, ତବେେ ସେ ଲୋକ ମାେ ପାଖକୁ ଆସି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ପିତା ମୋତେ ପଠାଇଛନ୍ତି, ସେ ମୋ’ ପାଖକୁ ଆକର୍ଷଣ କରି ନ ଆଣିଲେ, କେହି ମୋ’ ନିକଟକୁ ଆସିପାରିବେ ନାହିଁ। ଯେଉଁମାନେ ଆସିବେ, ସେମାନଙ୍କୁ ମୁଁ ଶେଷ ଦିନରେ ପୁନର୍ଜୀବିତ କରିବି।
Odia Bible ERV 2004 (ପବିତ୍ର ବାଇବଲ)
ପରମପିତା ମୋତେ ପଠାଇଛନ୍ତି। ସେ ଲୋକମାନଙ୍କୁ ମୋ’ ନିକଟକୁ ଆଣନ୍ତି। ମୁଁ ସେହି ଲୋକମାନଙ୍କୁ ଶେଷଦିନରେ ଉତ୍ଥାପନ କରିବି। ଯଦି ପରମପିତା କୌଣସି ଲୋକକୁ ମୋ’ ନିକଟକୁ ନ ଆଣିବେ, ତେବେ ସେ ଲୋକ ମୋ’ ପାଖକୁ ଆସି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସିପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋ' ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಬಾನ್ ಮಾಜ್ಯಾ ಕಡೆ ಯೆಯ್ ಸರ್ಕೆ ಕರ್ಲ್ಯಾ ಶಿವಾಯ್ ಕೊನಾಕ್ಬಿ ಮಾಜಾಕ್ಡೆ ಯೆವ್ಕ್ ಹೊಯ್ನಾ: ಅನಿ ಮಿಯಾ ತೆಕಾ ಆಕ್ರಿಚ್ಯಾ ದಿಸಿ ಝಿತ್ತೆ ಕರುನ್ ಉಟ್ವುತಾ.