John 6:45 — Compare Translations

7 translations compared side by side

Odia - 1840
"ଭାବବାଣୀ ରେ ଏହିପରି ଲଖାେ ଅଛି: 'ପରମେଶ୍ବର ଲୋକମାନଙ୍କୁ ଶିକ୍ଷା ଦବେେ।' ଲୋକମାନେ ପରମପିତାଙ୍କ କଥା ଶୁଣନ୍ତି, ଓ ତାହାଙ୍କଠାରୁ ଶିକ୍ଷା ପାଆନ୍ତି। ତା'ପରେ ମାେ ପାଖକୁ ସେ ଲୋକମାନେ ଆସନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଈଶ୍ଵରଙ୍କ କର୍ତ୍ତୃକ ଶିକ୍ଷାପ୍ରାପ୍ତ ହେବେ । ଯେକେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାବବାଦୀମାନେ ଲେଖିଛନ୍ତି: “କେବଳ ଈଶ୍ୱରଙ୍କଠାରୁ ସମସ୍ତେ ଶିକ୍ଷା ଲାଭ କରିବେ।’ ଯେ କେହି ପିତା ଈଶ୍ୱରଙ୍କ କଥା ଶୁଣି ତାଙ୍କଠାରୁ ଶିକ୍ଷା ଗ୍ରହଣ କରେ, ସେ ମୋ’ ପାଖକୁ ଆସିବ।
Odia Bible ERV 2004 (ପବିତ୍ର ବାଇବଲ)
ଭାବବାଣୀରେ ଏହିପରି ଲେଖା ଅଛି: ‘ପରମେଶ୍ୱର ଲୋକମାନଙ୍କୁ ଶିକ୍ଷା ଦେବେ।’ ଲୋକମାନେ ପରମପିତାଙ୍କ କଥା ଶୁଣନ୍ତି, ଓ ତାହାଙ୍କଠାରୁ ଶିକ୍ଷା ପାଆନ୍ତି। ତା’ପରେ ମୋ’ ପାଖକୁ ସେ ଲୋକମାନେ ଆସନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ‘ସମସ୍ତେ ଈଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ।’ ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ।
Odia IRV 2017 (ଓଡିଆ ବାଇବେଲ)
ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଈଶ୍ୱରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ । ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋ' ନିକଟକୁ ଆସେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರವಾದ್ಯಾನಿ ಲಿವಲ್ಲೆ ಹಾಯ್, ಸಗ್ಳ್ಯಾಕ್ನಿ ದೆವಾನ್ ಶಿಕ್ವುನ್ ಹೊತಾ ಜೆ ಕೊನ್ ಮಾಜ್ಯಾ ಬಾಬಾಕ್ ಆಯಿಕ್ತ್ಯಾತ್ ಅನಿ ಶಿಕ್ತಾತ್ ತೆನಿ ಮಾಜ್ಯಾಕ್ಡೆ ಯೆತ್ಯಾತ್.