John 6:47 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି, ଯଦି କୌଣସି ବ୍ଯକ୍ତି ବିଶ୍ବାସ କରେ ତବେେ ସେ ଅନନ୍ତ ଜୀବନ ଲାଭ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସତ୍ୟ କହୁଛି, ଯେ କେହି ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ବ୍ୟକ୍ତି ବିଶ୍ୱାସ କରେ ତେବେ ସେ ଅନନ୍ତ ଜୀବନ ଲାଭ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆ ಸಾಂಗ್ತಾ! ಜೆ ಕೊನ್ ವಿಶ್ವಾಸ್ ಕರ್ತಾ ತೆಕಾ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ಗಾವ್ತಾ.