John 6:49 — Compare Translations

7 translations compared side by side

Odia - 1840
"ତୁମ୍ଭର ପିତୃପୁରୁଷମାନେ ପ୍ରାନ୍ତର ରେ ପରମେଶ୍ବର ଦଇେଥିବା ମାନ୍ନା (ଖାଦ୍ୟ) ଖାଇଥିଲେ। କିନ୍ତୁ ସମାନେେ ଅନ୍ୟ ଲୋକଙ୍କ ପରି ମରିସାରିଲଣେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ପିତୃପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ପୂର୍ବପୁରୁଷମାନେ ମରୁଭୂମିରେ ମାନ୍ନା ଖାଇଥିଲେ, ତଥାପି ସେମାନେ ମଲେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପିତୃପୁରୁଷମାନେ ପ୍ରାନ୍ତରରେ ପରମେଶ୍ୱର ଦେଇଥିବା ମାନ୍ନା (ଖାଦ୍ୟ) ଖାଇଥିଲେ। କିନ୍ତୁ ସେମାନେ ଅନ୍ୟ ଲୋକଙ୍କ ପରି ମରିସାରିଲେଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କର ପିତୃପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಅದ್ಲ್ಯಾ ಲೊಕಾನಿ ಮರುಭುಮಿತ್ ಮನ್ನಾ ಖಾಲ್ಯಾನಿ ಖರೆ ತೆನಿ ಮರ್‍ಲ್ಯಾನಿ.