John 6:5 — Compare Translations

7 translations compared side by side

Odia - 1840
"ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ଯା ରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲିପ୍ପଙ୍କୁ କହିଲେ, ଫିଲିପ୍ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ୟଥେଷ୍ଟ ଖାଦ୍ୟ କିଣି ପାରିବା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୋଟୀ କିଣିବା?
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ନିକଟକୁ ଅନେକ ଲୋକ ଆସୁଥିବା ଦେଖି, ଯୀଶୁ ଫିଲିପ୍ଙ୍କୁ ପଚାରିଲେ: “ଏତେ ଲୋକଙ୍କ ପାଇଁ କେଉଁଠୁ ଯଥେଷ୍ଟ ଖାଦ୍ୟ କିଣିବା?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ୟାରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲି‌ପ୍‌ପଙ୍କୁ କହିଲେ, “ଫିଲି‌ପ୍‌ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ଯଥେଷ୍ଟ ଖାଦ୍ୟ କିଣି ପାରିବା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, “ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କ କହିଲେ, ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಅಪ್ನಾಕ್ಡೆ ಯೆತಲ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ನಿ ಬಗಟ್ಲ್ಯಾನ್ ತಸೆಮನುನ್ ತೆನಿ ಫಿಲಿಪಾಕ್, “ಹ್ಯಾ ಸಗ್ಳ್ಯಾ ಲೊಕಾಕ್ನಿ ಪಾವಿ ಸರ್ಕೆ ಜೆವಾನ್ ಅಮಿ ಖೈತ್ನಾ ಇಕಾತ್ ಹಾನುಕ್ ಹೊತಾ?” ಮನುನ್ ಇಚಾರ್‍ಲ್ಯಾನ್.