John 6:51 — Compare Translations

7 translations compared side by side

Odia - 1840
"ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ଯା ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତବେେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମାରେ ଶରୀର। ମୁଁ ମାରେଶରୀର ଦଇେ ଦବେି, ତଦ୍ବାରା ଜଗତର ଲୋକମାନେ ଜୀବନ ପାଇପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସ୍ଵର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନ; କାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସ୍ୱର୍ଗରୁ ଆଗତ ସେହି ଜୀବନଦାୟୀ ଆହାର। ଏହି ଆହାର ଯେ ଖାଏ, ସେ ଚିରଞ୍ଜୀବୀ ହେବ। ମୁଁ ଯେଉଁ ଖାଦ୍ୟ ଦେବି, ତାହା ମୋର ମାଂସ। ଜଗତକୁ ବଞ୍ଚାଇବା ପାଇଁ ମୁଁ ତାହା ଦାନ କରିବି।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତେବେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମୋର ଶରୀର। ମୁଁ ମୋର ଶରୀର ଦେଇଦେବି, ତଦ୍ଦ୍ୱାରା ଜଗତର ଲୋକମାନେ ଜୀବନ ପାଇ ପାରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।”
Odia IRV 2017 (ଓଡିଆ ବାଇବେଲ)
ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಸರ್ಗಾವೈನಾ, ಉತ್ರುನ್ ಯೆಲ್ಲಿ ಝಿತ್ತಿ ಭಾಕ್ರಿ, ಹಿ ಭಾಕ್ರಿ ತುಮಿ ಖಾಲ್ಯಾಶಿ ತರ್, ತುಮ್ಕಾ ಮರಾನುಚ್‍ ನಾ, ಅನಿ ಹ್ಯಾ ಜಗಾಕ್ ಜಿವ್ ದಿವ್‍ಸಾಟಿ ಮನುನ್ ಮಿಯಾ ತುಮ್ಕಾ ದಿತಲಿ ಭಾಕ್ರಿ ಮಾಜೆ ಶರಿರ್, ಜಗ್ ಝಿತ್ತೊ ರ್‍ಹಾವ್ಕ್ ಪಾಜೆ ಮನುನ್ ತೆಚ್ಯಾ ಸಾಟ್ನಿ ಮಿಯಾ ದಿತಾ.