John 6:54 — Compare Translations
7 translations compared side by side
Odia - 1840
"ଯେଉଁ ବ୍ଯକ୍ତି ମାେ ମାଂସ ଖାଏ ଓ ମାେ ରକ୍ତ ପିଏ, ସେ ଅନନ୍ତଜୀବନ ପାଏ। ମୁଁ ସହେି ଲୋକକୁ ଶଷେ ଦିନ ରେ ମୃତ୍ଯୁ ରୁ ଉେଠଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନ; ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ମୋର ମାଂସ ହେଉଛି ପ୍ରକୃତ ଖାଦ୍ୟ ଓ ମୋର ରକ୍ତ ପ୍ରକୃତ ପାନୀୟ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତି ମୋ’ ମାଂସ ଖାଏ ଓ ମୋ’ ରକ୍ତ ପିଏ, ସେ ଅନନ୍ତ ଜୀବନ ପାଏ। ମୁଁ ସେହି ଲୋକକୁ ଶେଷ ଦିନରେ ମୃତ୍ୟୁରୁ ଉଠେଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।
Odia IRV 2017 (ଓଡିଆ ବାଇବେଲ)
ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಮಾಜೆ ಶರಿರ್ ಖಾತಾತ್, ಅನಿ ರಗಾತ್ ಫಿತಾತ್ ತೆಂಕಾ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ಗಾವ್ತಾ, ಆಕ್ರಿಚ್ಯಾ ದಿಸಿ ಮಿಯಾ ತೆಂಕಾ ಝಿತ್ತೆ ಕರುನ್ ಉಟ್ವುತಾ.