John 6:55 — Compare Translations

7 translations compared side by side

Odia - 1840
"ମାରେ ମାଂସ ପ୍ରକୃତ ଆହାର। ମାରେ ରକ୍ତ ପ୍ରକୃତ ପାନୀୟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ମୋର ମାଂସ ଭୋଜନ କରେ ଓ ମୋର ରକ୍ତ ପ୍ରକୃତ ପାନୀୟ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ମାଂସ ପ୍ରକୃତ ଆହାର। ମୋର ରକ୍ତ ପ୍ରକୃତ ପାନୀୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜೆ ಶರಿರ್ ಖರೆ ಖಾನ್, ಅನಿ ಮಾಜೆ ರಗಾತ್ ಖರೆ ಫಿವನ್.