John 6:57 — Compare Translations

7 translations compared side by side

Odia - 1840
"ପରମପିତା ମାେତେ ପଠାଇଛନ୍ତି। ପରମପିତା ଜୀବନ୍ତ ଓ ତାହାଙ୍କ ହତେୁ ମୁଁ ଜୀବିତ। ତେଣୁ ଯେଉଁ ଲୋକ ମାେତେ ଭୋଜନ କରେ ସେ ମାେ ହତେୁ ଜୀବିତ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋʼ ହେତୁ ଜୀବିତ ରହିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜୀବନ୍ତ ପିତା ଈଶ୍ୱର ମୋତେ ପ୍ରେରଣ କରିଛନ୍ତି; ତାଙ୍କ ଯୋଗୁଁ ମୁଁ ମଧ୍ୟ ଜୀବିତ। ସେହିପରି ଯେ ମୋତେ ଭୋଜନ କରେ, ମୋ’ ଯୋଗୁଁ ସେ ମଧ୍ୟ ଜୀବିତ ରହିବ।
Odia Bible ERV 2004 (ପବିତ୍ର ବାଇବଲ)
“ପରମପିତା ମୋତେ ପଠାଇଛନ୍ତି। ପରମପିତା ଜୀବନ୍ତ ଓ ତାହାଙ୍କ ହେତୁ ମୁଁ ଜୀବିତ। ତେଣୁ ଯେଉଁ ଲୋକ ମୋତେ ଭୋଜନ କରେ, ସେ ମୋ’ ହେତୁ ଜୀବିତ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋʼ ହେତୁ ଜୀବିତ ରହିବ।
Odia IRV 2017 (ଓଡିଆ ବାଇବେଲ)
ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋ' ହେତୁ ଜୀବିତ ରହିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಝಿತ್ತ್ಯಾ ಬಾಬಾನ್ ಮಾಕಾ ಧಾಡುನ್ ದಿಲ್ಯಾನಾಯ್ ತೆಚೆಸಾಟ್ನಿ ಮಿಯಾ ಝಿತ್ತೊ ರ್‍ಹಾತಾ, ಅಶೆ ಜೆ ಕೊನ್ ಮಾಕಾ ಖಾತಾತ್. ತೆನಿ ಬಿ ಝಿತ್ತೆ ರ್‍ಹಾತ್ಯಾತ್.