John 6:58 — Compare Translations
7 translations compared side by side
Odia - 1840
"ମୁଁ ସହେି ଖାଦ୍ୟ ଭଳି ନୁହେଁ, ଯାହାକୁ ଆମ୍ଭ ପିତୃପୁରୁଷମାନେ ମରୁଭୂମିରେ ଖାଇଥିଲେ। ସମାନେେ ସେ ଖାଦ୍ୟ ଖାଇଲେ, କିନ୍ତୁ ଅନ୍ୟମାନଙ୍କ ପରି ସମାନେେ ମୃତ୍ଯୁବରଣ କଲେ। ମୁଁ ସ୍ବର୍ଗରୁ ଆସିଥିବା ଖାଦ୍ୟ। ଏହି ଖାଦ୍ୟ ଯେଉଁ ଲୋକ ଖାଏ ସେ ଅନନ୍ତକାଳ ପାଇଁ ଜୀବିତ ରହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଆହାର ସ୍ଵର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନ; କାଳ ପର୍ଯ୍ୟନ୍ତ ଜୀବିତ ରହିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ହିଁ ସ୍ୱର୍ଗରୁ ଆଗତ ଆହାର। ଯେଉଁ ଖାଦ୍ୟ ଖାଇ ତୁମ ପୂର୍ବପୁରୁଷମାନେ ମୃତ୍ୟୁ ନିବାରଣ କରିପାରିଲେ ନାହିଁ, ଏ ଖାଦ୍ୟ ତା’ଠାରୁ ସମ୍ପୂର୍ଣ୍ଣ ଭିନ୍ନ। ଏ ଖାଦ୍ୟ ଯେ ଖାଇବ, ସେ ଚିରଞ୍ଜୀବୀ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେହି ଖାଦ୍ୟ ଭଳି ନୁହେଁ, ଯାହାକୁ ଆମ୍ଭ ପିତୃପୁରୁଷମାନେ ମରୁଭୂମିରେ ଖାଇଥିଲେ। ସେମାନେ ସେ ଖାଦ୍ୟ ଖାଇଲେ, କିନ୍ତୁ ଅନ୍ୟମାନଙ୍କ ପରି ସେମାନେ ମୃତ୍ୟୁବରଣ କଲେ। ମୁଁ ସ୍ୱର୍ଗରୁ ଆସିଥିବା ଖାଦ୍ୟ। ଏହି ଖାଦ୍ୟ ଯେଉଁ ଲୋକ ଖାଏ ସେ ଅନନ୍ତକାଳ ପାଇଁ ଜୀବିତ ରହେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃ-ପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ।”
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್ಹಾತಾನಾ, ಸರ್ಗಾವೈನಾ, ಉತ್ರುನ್ ಯೆಲ್ಲಿ ಭಾಕ್ರಿ ತುಮ್ಚ್ಯಾ ಅದ್ಲ್ಯಾ ಲೊಕಾನಿ ಖಲ್ಲ್ಯಾ ಭಾಕ್ರಿ ಸರ್ಕಿ ನ್ಹಯ್, ತೆನಿ ಮರುನ್ ಗೆಲೆ, ಖರೆ ಜೆ ಕೊನ್ ಹಿ ಭಾಕ್ರಿ ಖಾತಾತ್ ತೆನಿ ಕನ್ನಾಚ್ ಮರಿನ್ಯಾತ್” ಮನುನ್ ಸಾಂಗ್ಲ್ಯಾನ್.