John 6:59 — Compare Translations

7 translations compared side by side

Odia - 1840
"ଯୀଶୁ କଫର୍ନାହୂମର ସମାଜଗୃହ ରେ ଏହି ସବୁ କଥା ଉପଦେଶ ଦେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କଫର୍ନାହୂମର ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିବା ସମୟରେ ଏହିସମସ୍ତ କଥା କହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କପର୍ନାହୂମର ଉପାସନା ଗୃହରେ ଉପଦେଶ ଦେବାବେଳେ ଏହିସବୁ କଥା କହିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କଫର୍ନାହୂମର ସମାଜଗୃହରେ ଏହିସବୁ କଥା ଉପଦେଶ ଦେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କଫର୍ନାହୂମର ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିବା ସମୟରେ ଏହି ସମସ୍ତ କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ସେ କଫର୍ନାହୂମର ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିବା ସମୟରେ ଏହି ସମସ୍ତ କଥା କହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಫರ್‍ನವ್ ಮನ್ತಲ್ಯಾ ಗಾಂವಾತ್ ಸಿನಾಗೊಗಾತ್ ಶಿಕ್ವಲ್ಲ್ಯಾ ಸರ್ಕೆ ಜೆಜುನ್ ಹೆ ಸಗ್ಳೆ ಸಾಂಗಟ್ಲ್ಯಾನ್.