John 6:60 — Compare Translations

7 translations compared side by side

Odia - 1840
"ଯୀଶୁଙ୍କର ଶିଷ୍ଯମାନେ ଏହି ସବୁ କଥା ଶୁଣିଲେ। ସମାନଙ୍କେ ଭିତରୁ ଅନକେ କହିଲେ, ଏ ଉପଦେଶ ଗ୍ରହଣ କରିବା କଷ୍ଟକର। ଏହି ଉପଦେଶ କିଏ ଗ୍ରହଣ କରିପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ତାଙ୍କର ଏସବୁ କଥା ଶୁଣି କହିଲେ, “ଏ ଶିକ୍ଷା ବୁଝିବା ବଡ଼ କଷ୍ଟ, କିଏ ଏସବୁ ଶୁଣିବ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ଅନୁଗମନ କରୁଥିବା ଅନେକ ଲୋକ ତାହାଙ୍କୁ ଛାଡ଼ି ଗ୍ଭଲିଗଲେ ଯୀଶୁଙ୍କର ଶିଷ୍ୟମାନେ ଏହିସବୁ କଥା ଶୁଣିଲେ। ସେମାନଙ୍କ ଭିତରୁ ଅନେକ କହିଲେ, “ଏ ଉପଦେଶ ଗ୍ରହଣ କରିବା କଷ୍ଟକର। ଏହି ଉପଦେଶ କିଏ ଗ୍ରହଣ କରି ପାରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ?
Odia IRV 2017 (ଓଡିଆ ବାଇବେଲ)
ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಅಯ್ಕಲ್ಲೆ ಸುಮಾರ್ ತೆಚೆ ವಾಂಗ್ಡಿ “ಹೆ ಶಿಕಾಪ್ ಲೈ ಕಟಿನ್, ಹೆ ಸಗ್ಳೆ ಕೊನ್ ಆಯಿಕ್ತಾ” ಮನುಲಾಲೆ.