John 6:61 — Compare Translations

7 translations compared side by side

Odia - 1840
"ଯୀଶୁ ଜାଣିଲେ ଯେ ତାହାଙ୍କର ଶିଷ୍ଯମାନେ ଏ ବିଷୟ ରେ ଆପତ୍ତି କରୁଛନ୍ତି। ତେଣୁ ସେ କହିଲେ, ଏ ଉପଦେଶ କ'ଣ ତୁମ୍ଭକୁ ଅସୁବିଧା ରେ ପକାଉଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, ଏହା କଅଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି?
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ବିଷୟରେ ଯୀଶୁଙ୍କୁ କେହି କିଛି କହି ନ ଥିଲେ ହେଁ ଶିଷ୍ୟମାନେ ବଚସା କରୁଛନ୍ତି ବୋଲି ଜାଣିପାରି ଯୀଶୁ ସେମାନଙ୍କୁ କହିଲେ: “ଏଇ କଥାରେ ଭାଙ୍ଗି ପଡ଼ୁଛ?
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଜାଣିଲେ ଯେ ତାହାଙ୍କର ଶିଷ୍ୟମାନେ ଏ ବିଷୟରେ ଆପତ୍ତି କରୁଛନ୍ତି। ତେଣୁ ସେ କହିଲେ, “ଏ ଉପଦେଶ କ’ଣ ତୁମ୍ଭକୁ ଅସୁବିଧାରେ ପକାଉଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, “ଏହା କଅଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, ଏହା କ'ଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ವಿಶಯಾತ್ ಅಪ್ನಾಚಿ ಶಿಸಾ ಪುರ್ಪುರುಲಾಲ್ಯಾತ್ ಮನುನ್ ಜೆಜುಕ್ ಕಳಲ್ಲೆ, ತನ್ನಾ ತೆನಿ ತೆಂಕಾ “ಹೆ ತುಮ್ಕಾ ಆಯ್ಕುನ್ ತರಾಸ್ ಹೊವ್ನ್ ಮಾಕಾ ಸೊಡುನ್ ಜಾಯ್ ಸರ್ಕೆ ಕರುಕ್ ಲಾಗ್ಲಾ ಕಾಯ್?