John 6:63 — Compare Translations
7 translations compared side by side
Odia - 1840
"ଶରୀର ମନଷ୍ଯକୁ ଜୀବନଦାନ କରନୋହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେବଳ ଈଶ୍ୱରଙ୍କ ଆତ୍ମା ଜୀବନ ଦେଇପାରନ୍ତି। ମନୁଷ୍ୟର ଶକ୍ତି କିଛି କରିପାରେ ନାହିଁ। ଈଶ୍ୱରଙ୍କ ସେହି ଜୀବନଦାୟୀ ଆତ୍ମାଙ୍କୁ ତୁମ୍ଭେମାନେ ଯେପରି ଅନୁଭବ କରିବ, ସେଥିପାଇଁ ମୁଁ ଏହି ସବୁ କଥା କହିଛି।
Odia Bible ERV 2004 (ପବିତ୍ର ବାଇବଲ)
ଶରୀର ମନୁଷ୍ୟକୁ ଜୀବନ ଦାନ କରେ ନାହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହି ସବୁ ଆତ୍ମା ଓ ଜୀବନ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚೊ ಆತ್ಮೊ ಜಿವ್ ದಿತಾ, ಮಾನ್ಸಾಚ್ಯಾ ತಾಕ್ತಿಚೊ ಕಾಯ್ಬಿ ಫಾಯ್ದೊ ನಾ. ಮಿಯಾ ತುಮ್ಚ್ಯಾ ಕಡೆ ಬೊಲಲ್ಲ್ಯಾ ಹ್ಯಾ ಗೊಸ್ಟಿಯಾ ದೆವಾಚ್ಯಾ ಆತ್ಮೊ ಹೊಲಾ ಹ್ಯೊ ದಿತಾ.