John 6:65 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ସେଥିପାଇଁ ମୁଁ କହିଥିଲି, 'ଯଦି ପରମପିତା କୌଣସି ଲୋକକୁ ମାେ ନିକଟକୁ ଆସିବାକୁ ଅନୁମତି ଦିଅନ୍ତି ନାହିଁ, ତବେେ ସେ ଲୋକ ମାେ ନିକଟକୁ ଆସିପାରିବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ କହିଲେ, ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋʼ ନିକଟକୁ ଆସି ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପୁଣି କହିଲେ: “ଏଥିପାଇଁ ମୁଁ କହୁଛି, ପିତା ଈଶ୍ୱରଙ୍କଠାରୁ ପ୍ରେରଣା ନ ପାଇଲେ କେହି ମୋ’ ପାଖକୁ ଆସିପାରିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ସେଥିପାଇଁ ମୁଁ କହିଥିଲି, ‘ଯଦି ପରମପିତା କୌଣସି ଲୋକକୁ ମୋ’ ନିକଟକୁ ଆସିବାକୁ ଅନୁମତି ଦିଅନ୍ତି ନାହିଁ, ତେବେ ସେ ଲୋକ ମୋ’ ନିକଟକୁ ଆସିପାରିବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ କହିଲେ, “ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋʼ ନିକଟକୁ ଆସିପାରେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେ କହିଲେ, ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋ' ନିକଟକୁ ଆସି ପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಫಿಡೆ ಬೊಲುನ್ ತೆನಿ,“ತೆಚೆಸಾಟ್ನಿ ಮಿಯಾ ಬಾಬಾನ್ ಯೆಯ್ ಸರ್ಕೆ ಕರ್ತಲ್ಯಾ ಶಿವಾಯ್ ಮಾಜ್ಯಾಕ್ಡೆ ಕೊನ್ಬಿ ಯೆಯ್ನಾತ್ ಮನುನ್ ಮಿಯಾ ಸಾಂಗಲ್ಲೆ” ಮಟ್ಲ್ಯಾನ್.