John 6:66 — Compare Translations

7 translations compared side by side

Odia - 1840
"ଯୀଶୁ ଏ କଥା କହିବା ପରେ ତାହାଙ୍କର ଅନକେ ଶିଷ୍ଯ ତାହାଙ୍କୁ ଛାଡି ଚାଲିଗଲେ। ସମାନେେ ଆଉ ତାହାଙ୍କର ଆନୁଗମନ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏକଥା ଶୁଣି ଯୀଶୁଙ୍କ ଅନୁସରଣକାରୀମାନଙ୍କ ମଧ୍ୟରୁ ଅନେକେ ତାଙ୍କ ସହିତ ଯିବାକୁ ଇଚ୍ଛା ନ କରି ଫେରିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏ କଥା କହିବା ପରେ ତାହାଙ୍କର ଅନେକ ଶିଷ୍ୟ ତାହାଙ୍କୁ ଛାଡ଼ି ଗ୍ଭଲିଗଲେ। ସେମାନେ ଆଉ ତାହାଙ୍କର ଆନୁଗମନ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି, ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି, ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಗೊಸ್ಟಿಯಾ ಲಾಗುನ್ ಜೆಜುಚ್ಯಾ ವಾಂಗ್ಡಾ ಹೊತ್ತಿ ಸುಮಾರ್ ಲೊಕಾ ತೆಕಾ ಸೊಡುನ್ ಗೆಲಿ, ಅನಿ ತ್ಯೆಚ್ಯಾ ಫಾಟ್ನಾ ಕನ್ನಾಬಿ ಯೆವ್ಕನಾತ್.