John 6:67 — Compare Translations

7 translations compared side by side

Odia - 1840
"ଯୀଶୁ ବାରଜଣ ପ୍ ରରେିତଙ୍କୁ ପଚାରିଲେ, ତୁମ୍ଭମାନେେ ମଧ୍ଯ କ'ଣ ମାେତେ ଛାଡିୟିବା ପାଇଁ ଚାହଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ଦ୍ଵାଦଶଙ୍କୁ ପଚାରିଲେ, ତୁମ୍ଭେମାନେ ମଧ୍ୟ କଅଣ ଚାଲିଯିବାକୁ ଇଚ୍ଛା କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଦେଖି ଯୀଶୁ ତାଙ୍କର ବାର ଜଣ ଶିଷ୍ୟଙ୍କୁ ପଚାରିଲେ: “ତୁମ୍ଭେମାନେ ମଧ୍ୟ କ’ଣ ମୋତେ ଛାଡ଼ି ଚାଲିଯିବ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବାରଜଣ ପ୍ରେରିତଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ମଧ୍ୟ କ’ଣ ମୋତେ ଛାଡ଼ିଯିବା ପାଇଁ ଗ୍ଭହଁ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ଦ୍ୱାଦଶଙ୍କୁ ପଚାରିଲେ, “ତୁମ୍ଭେମାନେ ମଧ୍ୟ କଅଣ ଚାଲିଯିବାକୁ ଇଚ୍ଛା କରୁଅଛ?”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ଦ୍ୱାଦଶଙ୍କୁ ପଚାରିଲେ, ତୁମ୍ଭେମାନେ ମଧ୍ୟ କ'ଣ ଚାଲିଯିବାକୁ ଇଚ୍ଛା କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತೆನಿ ಬಾರಾಜಾನ್ ಶಿಸಾಕ್ನಿ,“ತುಮ್ಕಾಬಿ ಮಾಕಾ ಸೊಡುನ್ ಜಾವ್ಕ್ ಪಾಜೆ ಕಾಯ್?” ಮನುನ್ ಇಚಾರ್‍ಲ್ಯಾನ್.