John 6:68 — Compare Translations

7 translations compared side by side

Odia - 1840
"ଶିମାନେ ପିତର ଉତ୍ତର ଦେଲେ, ପ୍ରଭୁ, ଆମ୍ଭେ କାହା ପାଖକୁ ୟିବୁ? ତୁମ୍ଭ ପାଖ ରେ ଅନନ୍ତ ଜୀବନ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୋ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନ; ଜୀବନର ବାକ୍ୟ ଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ଶିମୋନ ପିତର ଉତ୍ତର ଦଲେ: “ପ୍ରଭୁ, ଆଉ କାହା ପାଖକୁ ଯିବୁ? ଅନନ୍ତ ଜୀବନର ବାକ୍ୟ ଆପଣଙ୍କଠାରେ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ଶିମୋନ ପିତର ଉତ୍ତର ଦେଲେ, “ପ୍ରଭୁ, ଆମ୍ଭେ କାହା ପାଖକୁ ଯିବୁ? ତୁମ୍ଭ ପାଖରେ ଅନନ୍ତ ଜୀବନ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;
Odia IRV 2017 (ଓଡିଆ ବାଇବେଲ)
ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸಿಮಾವ್ ಪೆದ್ರುನ್,“ಧನಿಯಾ ಅಮಿ ಕೊನಾಕ್ಡೆ ಜಾತಲೆ? ಕನ್ನಾಚ್ ಮರಾನ್ ನಸಲ್ಲೊ ಜಿವ್ ದಿತಲಿ ಶಬ್ದಾ ತುಜೆಕ್ಡೆ ಎವ್ಡೆಚ್ ಹಾತ್”