John 6:69 — Compare Translations

7 translations compared side by side

Odia - 1840
"ଆମ୍ଭେ ତୁମ୍ଭଠା ରେ ବିଶ୍ବାସ କରୁ। ଆମ୍ଭେ ଜାଣୁ ଯେ ତୁମ୍ଭେ ପରମେଶ୍ବରଙ୍କ ନିକଟରୁ ଆସିଥିବା ପବିତ୍ର ବ୍ଯକ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆପଣ ଯେ ଈଶ୍ଵରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ଵାସ କରିଅଛୁ ଓ ଜାଣିଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆପଣ ଯେ ଈଶ୍ୱରଙ୍କଠାରୁ ଆସିଥିବା ସେହି ପବିତ୍ର ବ୍ୟକ୍ତି, ଏ କଥା ଆମେ ଏବେ ବିଶ୍ୱାସ କରି ଜାଣି ପାରୁଛୁ।”
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭଠାରେ ବିଶ୍ୱାସ କରୁ। ଆମ୍ଭେ ଜାଣୁ ଯେ ତୁମ୍ଭେ ପରମେଶ୍ୱରଙ୍କ ନିକଟରୁ ଆସିଥିବା ପବିତ୍ର ବ୍ୟକ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆପଣ ଯେ ଈଶ୍ବରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ୱାସ କରିଅଛୁ ଓ ଜାଣିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆପଣ ଯେ ଈଶ୍ୱରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ୱାସ କରିଅଛୁ ଓ ଜାଣିଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅತ್ತಾ ಅಮ್ಕಾ ತಿಯಾ ದೆವಾಕ್ನಾ ಯೆಲ್ಲೊ ಪವಿತ್ರ್ ಮನುನ್ ಕಳ್ಳಾ ಮನುನ್ ಜಬಾಬ್ ದಿಲ್ಯಾನ್.