John 6:7 — Compare Translations

7 translations compared side by side

Odia - 1840
"ଫିଲିପ୍ପ ଉତ୍ତର ଦେଲେ, ଏଠା ରେ ଥିବା ପ୍ରେତ୍ୟକକଙ୍କୁ ଖଣ୍ଡେ ଖଣ୍ଡେ ରୋଟୀ କିଣି ଦବୋ ପାଇଁ ଆମ୍ଭ ସମସ୍ତଙ୍କୁ ମା ସେ ପର୍ୟ୍ଯନ୍ତ କାମ କରି ଉପାର୍ଜନ କରିବାକୁ ପଡିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଶହେ ଟଙ୍କାର ରୋଟୀ ଯଥେଷ୍ଟ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫିଲିପ୍ ଉତ୍ତର ଦେଲେ, “ସମସ୍ତଙ୍କୁ ଅଳ୍ପ କିଛି ଖୁଆଇବା ପାଇଁ ଦୁଇ ଶହରୁ ଅଧିକ ରୌପ୍ୟ ମୁଦ୍ରା ମୂଲ୍ୟର ରୋଟୀ କିଣିବାକୁ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ଫିଲି‌ପ୍‌ପ ଉତ୍ତର ଦେଲେ, “ଏଠାରେ ଥିବା ପ୍ରତ୍ୟେକଙ୍କୁ ଖଣ୍ଡେ ଖଣ୍ଡେ ରୋଟୀ କିଣି ଦେବା ପାଇଁ ଆମ୍ଭ ସମସ୍ତଙ୍କୁ ମାସେ ପର୍ଯ୍ୟନ୍ତ କାମ କରି ଉପାର୍ଜନ କରିବାକୁ ପଡ଼ିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଦୁଇଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି ଯଥେଷ୍ଟ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଶହେ ଟଙ୍କାର ରୁଟି ଯଥେଷ୍ଟ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಫಿಲಿಪಾನ್ ಜವಾಬ್ ದಿಲ್ಲ್ಯಾನ್, “ಹಿತ್ತೆ ಹೊತ್ತ್ಯಾ ಹರಿ ಎಕ್ಲ್ಯಾಕ್ನಿ ಉಲ್ಲೆ-ಉಲ್ಲೆಚ್ ಮಟ್ಲ್ಯಾರ್‍ಬಿ ಭಾಕ್ರಿಯಾ ಇಕಾತ್ ಘೆವ್ಕ್ ದೊನ್ಸೆ ಚಾಂದಿಚೆ ಪೈಸೆ ಲಾಗ್ತ್ಯಾತ್” ಮನುನ್ ಜಬಾಬ್ ದಿಲ್ಯಾನ್.