John 6:70 — Compare Translations

7 translations compared side by side

Odia - 1840
"ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭ ବାରଜଣଙ୍କୁ ମନୋନୀତ କଲି। କିନ୍ତୁ ତୁମ୍ଭ ଭିତରୁ ଜଣେ ଶୟତାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ କଅଣ ତୁମ୍ଭ ଦ୍ଵାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ମୁଁ ତୁମ ବାର ଜଣଙ୍କୁ ମନୋନୀତ କରି ନାହିଁ କି? ତଥାପି ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭ ବାରଜଣଙ୍କୁ ମନୋନୀତ କଲି। କିନ୍ତୁ ତୁମ୍ଭ ଭିତରୁ ଜଣେ ଶୟତାନ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ କଅଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ କ'ଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಜವಾಬ್ ದಿಲ್ಲ್ಯಾನ್ “ತುಮ್ಚ್ಯಾ ಬಾರಾ ಜಾನಾಕ್ನಿ ಮಿಯಾಚ್ ಎಚುಕ್ನಾ ಕಾಯ್? ಜಾಲ್ಯಾರ್‍ಬಿ ತುಮ್ಚ್ಯಾ ಮದ್ದಿ ಎಕ್ಲೊ ಗಿರೊ ಹಾಯ್!” ಮಟ್ಲ್ಯಾನ್.