John 6:71 — Compare Translations

7 translations compared side by side

Odia - 1840
"ଯୀଶୁ ଶିମାନେ ଈଷ୍କରିଯୋଥର ପୁତ୍ର ୟିହୂଦାକୁ ଲକ୍ଷ୍ଯ କରି ଏହା କହିଥିଲେ। ସେ ବାର ଜଣଙ୍କ ମଧ୍ଯରୁ ଜଣେ ଥିଲା। ପରେ ସହେି ୟିହୂଦା ତାହାଙ୍କ ବିରୁଦ୍ଧ ରେ ବିଶ୍ବାସଘାତକତା କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଲେ, କାରଣ ସେ ଦ୍ଵାଦଶଙ୍କ ମଧ୍ୟରେ ଜଣେ, ଆଉ ସେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବାକୁ ଯାଉଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିମୋନ ଇଷ୍କାରିୟତର ପୁତ୍ର ଯିହୁଦାକୁ ଲକ୍ଷ୍ୟ କରି ସେ ଏକଥା କହିଥିଲେ। କାରଣ ବାର ଜଣ ଶିଷ୍ୟ ମଧ୍ୟରୁ ଜଣେ ହୋଇ ସୁଦ୍ଧା, ଯିହୁଦା ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିବାକୁ ଯାଉଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଶିମୋନ ଇଷ୍କାରିୟୋତର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଥିଲେ। ସେ ବାରଜଣଙ୍କ ମଧ୍ୟରୁ ଜଣେ ଥିଲା। ପରେ ସେହି ଯିହୂଦା ତାହାଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଲେ, କାରଣ ସେ ଦ୍ୱାଦଶଙ୍କ ମଧ୍ୟରେ ଜଣେ, ଆଉ ସେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଲେ, କାରଣ ସେ ଦ୍ୱାଦଶଙ୍କ ମଧ୍ୟରେ ଜଣେ, ଆଉ ସେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಸಿಮಾವ್ ಇಸ್ಕರಿಯೊತಾಚ್ಯಾ ಲೆಕಾ ಜುದಾಸಾಚ್ಯಾ ವಿಶಯಾತ್ ಬೊಲುಲಾಗಲ್ಲೊ, ತೊ ತ್ಯಾ ಬಾರಾ ಜಾನಾ ಶಿಸಾನಿತ್ಲೊ ಹೊಲ್ಯಾರ್ಬಿ ತೆಕಾ ಘಾತ್ ಕರ್‍ನಾರ್ ಹೊತ್ತೊ.