John 6:8 — Compare Translations
7 translations compared side by side
Odia - 1840
"ସଠାେରେ ଆଉଜଣେ ଶିଷ୍ଯ, ଆନ୍ଦ୍ରିୟ ଉପସ୍ଥିତ ଥିଲେ, ସେ ଶିମାନେ ପିତରଙ୍କର ଭାଇ। ଆନ୍ଦ୍ରିୟ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୋନ ପିତରଙ୍କର ଭ୍ରାତା ଆନ୍ଦ୍ରୀୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ଅନ୍ୟ ଜଣେ ଶିଷ୍ୟ, ପିତରଙ୍କ ଭାଇ ଆନ୍ଦ୍ରିୟ କହିଲେ, “ଏଠାରେ ଗୋଟିଏ ବାଳକ ପାଖରେ ପାଞ୍ଚଟି ରୋଟୀ ଓ ଦୁଇଟି ମାଛ ଅଛି,
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଆଉଜଣେ ଶିଷ୍ୟ, ଆନ୍ଦ୍ରିୟ ଉପସ୍ଥିତ ଥିଲେ, ସେ ଶିମୋନ ପିତରଙ୍କର ଭାଇ। ଆନ୍ଦ୍ରିୟ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିମୋନ ପିତରଙ୍କର ଭାଇ ଆନ୍ଦ୍ରିୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,
Odia IRV 2017 (ଓଡିଆ ବାଇବେଲ)
ଶିମୋନ ପିତରଙ୍କର ଭାଇ ଆନ୍ଦ୍ରୀୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯೆಚ್ಯಾ ಶಿಸಾನಿತ್ಲ್ಯಾ ಅನಿ ಎಕ್ಲ್ಯಾನ್, ಅಂದ್ರು ಮನ್ತಲ್ಯಾನ್, ಹ್ಯೊ ಸಿಮಾವ್ ಪೆದ್ರುಚೊ ಭಾವ್ ತೆನಿ.