John 6:9 — Compare Translations

7 translations compared side by side

Odia - 1840
"ଏଠା ରେ ଜଣେ ବାଳକ ଅଛି। ତା'ପାଖ ରେ ପାନ୍ଚୋଟି ରୋଟୀ ଓ ଦୁଇଟି େଛାଟ ମାଛ ଅଛି। କିନ୍ତୁ ଏତେ ଲୋକଙ୍କ ପାଇଁ ତାହା ୟଥେଷ୍ଟ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପାଖରେ ଯବର ପାଞ୍ଚୋଟି ରୋଟୀ ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କଅଣ ହେବ?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏତେ ଲୋକଙ୍କ ପାଇଁ ତାହା ଯଥେଷ୍ଟ ନୁହେଁ।”
Odia Bible ERV 2004 (ପବିତ୍ର ବାଇବଲ)
“ଏଠାରେ ଜଣେ ବାଳକ ଅଛି। ତା’ପାଖରେ ପାଞ୍ଚୋଟି ରୋଟୀ ଓ ଦୁଇଟି ଛୋଟ ମାଛ ଅଛି। କିନ୍ତୁ ଏତେ ଲୋକଙ୍କ ପାଇଁ ତାହା ଯଥେଷ୍ଟ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପାଖରେ ଯଅର ପାଞ୍ଚୋଟି ରୁଟି ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କଅଣ ହେବ?
Odia IRV 2017 (ଓଡିଆ ବାଇବେଲ)
ତାହା ପାଖରେ ଯଅର ପାଞ୍ଚୋଟି ରୁଟି ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କ'ଣ ହେବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿತ್ತೆ ಎಕ್ ಪೊರಾಕ್ಡೆ ಘಂವಾಚ್ಯಾ ಪಾಂಚ್ ಭಾಕ್ರಿಯಾ, ಅನಿ ದೊನ್ ಮಾಸೊಳ್ಯಾ ಹಾತ್, ಖರೆ ತ್ಯಾ ಹ್ಯಾ ಎವ್ಡ್ಯಾ ಸಗ್ಳ್ಯಾ ಲೊಕಾಕ್ನಿ ಪಾವಿನ್ಯಾತ್ ಮಟ್ಲ್ಯಾನ್.