John 7:1 — Compare Translations
7 translations compared side by side
Odia - 1840
"ଏହାପରେ ଯୀଶୁ ଗାଲିଲୀ ପ୍ରଦେଶ ରେ ଭ୍ରମଣ କରିବାକୁ ଲାଗିଲେ। ସେ ୟିହୂଦା ରେ ଯାତ୍ରା କରିବା ପାଇଁ ଚାହୁଁ ନଥିଲେ, କାରଣ ଯିହୂଦୀମାନେ ତାହାଙ୍କୁ ହତ୍ଯା କରିବା ପାଇଁ ଚାହୁଁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୁଦା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଯୀଶୁ ଗାଲିଳୀରେ ଭ୍ରମଣ କଲେ। ସେ ଆଉ ଯିହୁଦା ଦେଶରେ ଭ୍ରମଣ କରିବାକୁ ଚାହିଁଲେ ନାହିଁ, କାରଣ ସେଠାକାର ଇହୁଦୀ କର୍ତ୍ତୃପକ୍ଷମାନେ ତାଙ୍କୁ ପ୍ରାଣରେ ମାରିଦେବା ପାଇଁ ଚାହୁଁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଓ ତାହାଙ୍କର ଭାଇମାନେ ଏହା ପରେ ଯୀଶୁ ଗାଲିଲୀ ପ୍ରଦେଶରେ ଭ୍ରମଣ କରିବାକୁ ଲାଗିଲେ। ସେ ଯିହୂଦାରେ ଯାତ୍ରା କରିବା ପାଇଁ ଗ୍ଭହୁଁ ନ ଥିଲେ, କାରଣ ଯିହୂଦୀମାନେ ତାହାଙ୍କୁ ହତ୍ୟା କରିବା ପାଇଁ ଗ୍ଭହୁଁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦିୟା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ ଯିହୂଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಮಾನಾ ಜೆಜು ಗಾಲಿಲಿಯಾತ್ ಸಗ್ಳ್ಯಾಕ್ಡೆ ಫಿರುಕ್ ಲಾಗ್ಲೊ. ಜುದೆವ್ ಲೊಕಾ ತೆಕಾ ಜಿವಾನಿ ಮಾರುಕ್ ರಾಕುನ್ಗೆತ್ ಹೊತ್ತೆ, ತಸೆ ಮನುನ್ ತೆಕಾ ಜುದೆಯಾತ್ ಫಿರುಕ್ ನಕ್ಕೊ ಹೊಲ್ಲೆ.