John 7:10 — Compare Translations
7 translations compared side by side
Odia - 1840
"ତେଣୁ ଯୀଶୁଙ୍କର ଭାଇମାନେ ପର୍ବକୁ ଗଲେ। ସମାନେେ ଗଲାପରେ ଯୀଶୁ ମଧ୍ଯ ଗଲେ। ସେ ଲୋକମାନଙ୍କୁ ଦୃଷ୍ଟିଗୋଚର ହେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକପ୍ରକାର ଗୋପନରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ଭାଇମାନେ ସେହି ଉତ୍ସବକୁ ଚାଲିଯିବା ପରେ, ଯୀଶୁ ପ୍ରକାଶ୍ୟରେ ସେଠାକୁ ନ ଯାଇ ଗୋପନରେ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୀଶୁଙ୍କର ଭାଇମାନେ ପର୍ବକୁ ଗଲେ। ସେମାନେ ଗଲାପରେ ଯୀଶୁ ମଧ୍ୟ ଗଲେ। ସେ ଲୋକମାନଙ୍କୁ ଦୃଷ୍ଟିଗୋଚର ହେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ-ପ୍ରକାର ଗୋପନରେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ ପ୍ରକାର ଗୋପନରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಮಾನಾ ತೆಚಿ ಭಾವಾ ಸನಾಕ್ ಗೆಲಿ, ಜೆಜುಬಿ ಗೆಲೊ ಖರೆ ತೊ ಕೊನಾಕ್ಬಿ ಕಳಿನಸ್ತಾನಾ ಗೆಲ್ಲೊ.