John 7:12 — Compare Translations

7 translations compared side by side

Odia - 1840
"ସଠାେରେ ବହୁତ ଲୋକ ଥିଲେ। ସମାନଙ୍କେ ମଧ୍ଯରୁ ଅନକେେ ଗୋପନ ରେ ନିଜ ନିଜ ଭିତ ରେ ଯୀଶୁଙ୍କ ବିଷୟ ରେ କଥାବାର୍ତ୍ତା ହେଉଥିଲେ। କେତକେ ଲୋକ କହିଲେ, ସେ ଜଣେ ଉତ୍ତମ ଲୋକ। କିନ୍ତୁ ଅନ୍ୟମାନେ କହୁଥିଲେ, ନା, ସେ ଲୋକମାନଙ୍କୁ ପ୍ରତାରଣା କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନେ ତାଙ୍କ ସମ୍ପର୍କରେ ତୁନି ତୁନିତ୍ଥକଥାବାର୍ତ୍ତା ହେଉଥିଲେ। କେତେକ କହିଲେ, “ସେ ଜଣେ ଉତ୍ତମ ଲୋକ।” ଅନ୍ୟମାନେ କହିଲେ, “ନା, ସେ ଲୋକଙ୍କୁ ଭୁଲ ବାଟରେ ନେଉଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ବହୁତ ଲୋକ ଥିଲେ। ସେମାନଙ୍କ ମଧ୍ୟରୁ ଅନେକେ ଗୋପନରେ ନିଜ ନିଜ ଭିତରେ ଯୀଶୁଙ୍କ ବିଷୟରେ କଥାବାର୍ତ୍ତା ହେଉଥିଲେ। କେତେକ ଲୋକ କହିଲେ, “ସେ ଜଣେ ଉତ୍ତମ ଲୋକ।” କିନ୍ତୁ ଅନ୍ୟମାନେ କହୁଥିଲେ, “ନା, ସେ ଲୋକମାନଙ୍କୁ ପ୍ରତାରଣା କରୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಲೊಕಾಂಚ್ಯಾ ತಾಂಡ್ಯಾತ್ ಜೆಜುಚ್ಯಾ ವಿಶಯಾತ್ ಲೈ ಪುಸ್ಪುಸುನ್ ಬೊಲುಲಾಗಲ್ಲ್ಯಾನಿ. ಉಲ್ಲ್ಯಾ ಲೊಕಾನಿ “ತೊ ಬರೊ ಮಾನುಸ್” ಮಟ್ಲ್ಯಾನಿ ಅನಿ ಹುರಲ್ಲ್ಯಾನಿ, “ನಾ, ತೊ ಲೊಕಾಕ್ನಿ ಪಸ್ವುಲಾ” ಮಟ್ಲ್ಯಾನಿ.