John 7:13 — Compare Translations

7 translations compared side by side

Odia - 1840
"କିନ୍ତୁ ଲୋକମାନଙ୍କ ମଧିଅରେ ଏପରି କହେି ସାହାସୀ ନଥିଲେ, ୟିଏ କି ଯୀଶୁଙ୍କ ବିଷୟ ରେ ଖାେଲା ଖାଲିେ ଭାବରେ କହିବ। ଲୋକମାନେ ଯିହୂଦୀୟ ନେତାମାନଙ୍କୁ ଭୟ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଯିହୁଦୀମାନଙ୍କ ଭୟରେ ତାହାଙ୍କ ବିଷୟରେ ପ୍ରକାଶରେ କେହି କିଛି କହୁ ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଇହୁଦୀ କର୍ତ୍ତୃପକ୍ଷମାନଙ୍କ ଭୟରେ କେହି ତାଙ୍କ ବିଷୟରେ ପ୍ରକାଶ୍ୟରେ କଥାବାର୍ତ୍ତା ହୋଇ ପାରିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଲୋକମାନଙ୍କ ମଧ୍ୟରେ ଏପରି କେହି ସାହସୀ ନ ଥିଲେ, ଯିଏ କି ଯୀଶୁଙ୍କ ବିଷୟରେ ଖୋଲା ଖୋଲି ଭାବରେ କହିବ। ଲୋକମାନେ ଯିହୂଦୀୟ ନେତାମାନଙ୍କୁ ଭୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଯିହୁଦୀମାନଙ୍କ ଭୟରେ ତାହାଙ୍କ ବିଷୟରେ ପ୍ରକାଶରେ କେହି କିଛି କହୁ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଯିହୂଦୀମାନଙ୍କ ଭୟରେ ତାହାଙ୍କ ବିଷୟରେ ପ୍ରକାଶରେ କେହି କିଛି କହୁ ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಕೊನ್ಬಿ ತ್ಯೆಚ್ಯಾ ವಿಶಯಾತ್ ಫೊಡುನ್ ಬೊಲುಕ್ನ್ಯಾತ್, ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ಜುದೆವಾಂಚ್ಯಾ ಅದಿಕಾರ್‍ಯಾಕ್ನಿ ಭಿಂವುಲಾಗಲ್ಲ್ಯಾನಿ.