John 7:14 — Compare Translations
7 translations compared side by side
Odia - 1840
"ପର୍ବ ପ୍ରାୟ ଅଧାଅଧି ଶଷେ ହାଇେ ଯାଇଥିଲା। ତା'ପରେ ଯୀଶୁ ମନ୍ଦିର ପରିସରକୁ ଯାଇ ଉପଦେଶ ଦବୋ ରେ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଉତ୍ସବ ପ୍ରାୟ ଅଧା ଶେଷ ହେବା ପରେ ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଆରମ୍ଭ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ଯୀଶୁଙ୍କର ଉପଦେଶ ପର୍ବ ପ୍ରାୟ ଅଧାଅଧି ଶେଷ ହୋଇଯାଇଥିଲା। ତା’ପରେ ଯୀଶୁ ମନ୍ଦିର ପରିସରକୁ ଯାଇ ଉପଦେଶ ଦେବାରେ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸನ್ ಜಗ್ಗೊಳ್ ಅರ್ದೊ ಹೊಲ್ಲೊ ತನ್ನಾ ಜೆಜು ಗುಡಿತ್ ಗೆಲೊ, ಅನಿ ಶಿಕ್ವುಲಾಗಲ್ಲೊ.