John 7:15 — Compare Translations
7 translations compared side by side
Odia - 1840
"ଯିହୂଦୀମାନେ ଅଶ୍ଚର୍ୟ୍ଯ ହେଲେ। ସମାନେେ କହିଲେ, ଏ ଲୋକ କବେେ ବିଦ୍ଯାଳୟ ରେ ପଢି ନାହିଁ। ଏତେ ବିଷୟବସ୍ତୁ ସେ କିପରି ଜାଣିଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିହୁଦୀମାନେ ଚମତ୍କୃତ ହୋଇ କହିଲେ, ଏ ପାଠ ନ ପଢ଼ି କିପରି ପଣ୍ତିତ ହେଲା?
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀ କର୍ତ୍ତୃପକ୍ଷମାନେ ବିସ୍ମୟ ପ୍ରକାଶ କରି କହିଲେ, “କୌଣସି ବିଷୟରେ ତାଳିମ ନ ପାଇଁ ସେ ଏତେ କଥା ଜାଣିଛନ୍ତି କିପରି?”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ଆଶ୍ଚର୍ଯ୍ୟ ହେଲେ। ସେମାନେ କହିଲେ, “ଏ ଲୋକ କେବେ ବିଦ୍ୟାଳୟରେ ପଢ଼ି ନାହିଁ। ଏତେ ବିଷୟବସ୍ତୁ ସେ କିପରି ଜାଣିଲା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିହୁଦୀମାନେ ଚମତ୍କୃତ ହୋଇ କହିଲେ, ଏ ପାଠ ନ ପଢ଼ି କିପରି ପଣ୍ଡିତ ହେଲା?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିହୂଦୀମାନେ ଚମତ୍କୃତ ହୋଇ କହିଲେ, ଏ ପାଠ ନ ପଢ଼ି କିପରି ପଣ୍ଡିତ ହେଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚೆ ಅದಿಕಾರಿ ಲೈ ಅಜಾಪ್ ಹೊಲೆ, ಅನಿ “ಹ್ಯೊ ಮಾನುಸ್ ಶಿಕುಕ್ನಾ ನಾ ಕಾಯ್ ನಾ, ಎವ್ಡೆ ಸಗ್ಳೆ ಹೆಕಾ ಕಶೆ ಗೊತ್ತ್ ಹಾಯ್?” ಮಟ್ಲ್ಯಾನಿ.