John 7:16 — Compare Translations
7 translations compared side by side
Odia - 1840
"ଯୀଶୁ ଉତ୍ତର ଦେଲେ, ମୁଁ ଯାହା ଉପଦେଶ ଦେଉଛି, ତାହା ମାେ ନିଜର ନୁହେଁ। ମାରେ ଶିକ୍ଷାଗୁଡିକ ମାେତେ ପଠାଇଥିବା ପରମେଶ୍ବରଙ୍କଠାରୁ ଆସିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ: “ମୁଁ ମୋ’ ନିଜର ଶିକ୍ଷା ନୁହେଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ଈଶ୍ୱରଙ୍କଠାରୁ ଆଗତ ଶିକ୍ଷା ଦେଉଛି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ମୁଁ ଯାହା ଉପଦେଶ ଦେଉଛି, ତାହା ମୋ’ ନିଜର ନୁହେଁ। ମୋର ଶିକ୍ଷାଗୁଡ଼ିକ ମୋତେ ପଠାଇଥିବା ପରମେଶ୍ୱରଙ୍କଠାରୁ ଆସିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର।
Odia IRV 2017 (ଓଡିଆ ବାଇବେଲ)
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋ' ନିଜର ନୁହେଁ, କିନ୍ତୁ ମୋ' ପ୍ରେରଣକର୍ତ୍ତାଙ୍କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ, “ಮಿಯಾ ಶಿಕ್ವುತಲೆ ಮಾಜೆ ಸ್ವತಾಚೆ ಶಿಕಾಪ್ ನ್ಹಯ್, ತೆ ದೆವಾಕ್ನಾ ಯೆತಾ, ತ್ಯೆನಿಚ್ ಮಾಕಾ ಧಾಡ್ವುನ್ ದಿಲಾ”.