John 7:18 — Compare Translations

7 translations compared side by side

Odia - 1840
"ଯେଉଁ ଲୋକ ନିଜର ଚିନ୍ତାଧାରା ପ୍ରଚାର କରେ, ସେ ନିଜ ପାଇଁ ସମ୍ମାନ ଚା ହେଁ କିନ୍ତୁ ଯେଉଁ ଲୋକ ନିଜ ପ୍ ରରଣକେର୍ତ୍ତାଙ୍କର ସମ୍ମାନ ଚା ହେଁ ସେ ସତ୍ଯ କ ହେ। ତା' ପାଖ ରେ କିଛି ମିଥ୍ଯା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ଵେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ଵେଷଣ କରେ, ସେ ସତ୍, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ନିଜ କ୍ଷମତା ବଳରେ କଥା କହେ, ନିଜକୁ ଗୌରବାନ୍ୱିତ କରିବା ତା’ର ଉଦ୍ଦେଶ୍ୟ। କିନ୍ତୁ ଯେ ତା’ର ପ୍ରେରଣକର୍ତ୍ତାଙ୍କୁ ଗୌରବାନ୍ୱିତ କରିବାକୁ ଚାହେଁ, ସେ ସତ୍ୟବାଦୀମିଥ୍ୟାର ଆଶ୍ରୟ ସେ ନିଏ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ନିଜର ଚିନ୍ତାଧାରା ପ୍ରଗ୍ଭର କରେ, ସେ ନିଜ ପାଇଁ ସମ୍ମାନ ଗ୍ଭହେଁ କିନ୍ତୁ ଯେଉଁ ଲୋକ ନିଜ ପ୍ରେରଣକର୍ତ୍ତାଙ୍କର ସମ୍ମାନ ଗ୍ଭହେଁ, ସେ ସତ୍ୟ କହେ। ତା’ ପାଖରେ କିଛି ମିଥ୍ୟା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಸ್ವತಾಚ್ಯಾ ಅದಿಕಾರ್‍ಯಾನ್ ಬೊಲ್ತ್ಯಾತ್, ತೆನಿ ಅಪ್ನಾಚ್ಯಾ ಅಪ್ನಿ ಮಹಿಮಾ ಜೊಡುನ್ ಘೆವ್ಕ್ ಕಟ್ಪಟ್ತಾತ್. ಖರೆ ಜೆ ಕೊನಾಕ್ ತೆಕಾ ಧಾಡುನ್ ದಿಲ್ಲ್ಯಾಚಿ ಮಹಿಮಾ ಪಾಜೆ ತೊ ನಿಯತ್ತಿಚೊ, ಅನಿ ತೆಚ್ಯಾ ಭುತ್ತುರ್ ಕಾಯ್ಬಿ ಝುಟೆ ಮನ್ತಲೆ ನಾ.