John 7:22 — Compare Translations
7 translations compared side by side
Odia - 1840
"ମାଶାେ ତୁମ୍ଭକୁ ସୁନ୍ନତ ବିଧି ପାଳନ କରିବା ପାଇଁ ନିୟମ ଦେଲେ, (କିନ୍ତୁ ପ୍ରକୃତ ରେ ମାଶାେ ତୁମ୍ଭକୁ ସୁନ୍ନତ ବିଷୟ ଦଇେ ନାହାଁନ୍ତି। ଏହାତ ମାଶାଙ୍କେ ପୂର୍ବରୁ ଥିବା ଲୋକମାନଙ୍କ ପାଖରୁ ଆସିଛି)। ତେଣୁ ତୁମ୍ଭେ େ ବେଳବେଳେ ବିଶ୍ରାମବାର ଦିନ ଗୋଟିଏ ବାଳକକୁ ସୁନ୍ନତ କରିଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାରରେ ମନୁଷ୍ୟର ସୁନ୍ନତ କରୁଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ପୁତ୍ରମାନଙ୍କ ସୁନ୍ନତ କରାଇବା ଲାଗି ମୋଶା ଆଦେଶ ଦେଇଥିଲେ। (ଅବଶ୍ୟ ମୋଶା ଏହି ପ୍ରଥା ଆରମ୍ଭ କରି ନ ଥିଲେ; ତୁମ ପୂର୍ବପୁରୁଷମାନଙ୍କ ସମୟରୁ ଏହା ଚଳି ଆସୁଥିଲା।) ବିଶ୍ରାମବାରରେ ମଧ୍ୟ ତୁମେ ସେହି ସୁନ୍ନତ କାର୍ଯ୍ୟ କରାଉଛ, କିନ୍ତୁ ତଦ୍ଦ୍ୱାରା ଯେ ବିଶ୍ରାମବାର ନିୟମ ଲଙ୍ଘନ କରୁଛ, ଏହା ମନେ କରୁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ତୁମ୍ଭକୁ ସୁନ୍ନତ ବିଧି ପାଳନ କରିବା ପାଇଁ ନିୟମ ଦେଲେ, (କିନ୍ତୁ ପ୍ରକୃତରେ ମୋଶା ତୁମ୍ଭକୁ ସୁନ୍ନତ ବିଷୟ ଦେଇ ନାହାନ୍ତି। ଏହାତ ମୋଶାଙ୍କ ପୂର୍ବରୁ ଥିବା ଲୋକମାନଙ୍କ ପାଖରୁ ଆସିଛି)। ତେଣୁ ତୁମ୍ଭେ ବେଳେବେଳେ ବିଶ୍ରାମବାର ଦିନ ଗୋଟିଏ ବାଳକକୁ ସୁନ୍ନତ କରିଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃ-ପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାର ଦିନରେ ମନୁଷ୍ୟର ସୁନ୍ନତ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାରରେ ମନୁଷ୍ୟର ସୁନ୍ନତ କରୁଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಯ್ಜೆನ್ ತುಮ್ಕಾ ತುಮ್ಚ್ಯಾ ಲೆಕಾಂಚಿ ಸುನ್ನತ್ ಕರುಚಿ ಮನುನ್ ಹುಕುಮ್ ದಿಲ್ಯಾನ್. ಹೆ ಮೊಯ್ಜೆನ್ ನ್ಹಯ್ ತುಮ್ಚ್ಯಾ ಅದ್ಲ್ಯಾ ಲೊಕಾನಿಚ್ ಚಾಲು ಕರಲ್ಲೆ ಅಶೆಚ್ ತುಮಿ ಸಬ್ಬಾತಾಚ್ಯಾ ದಿಸಿ ಎಕ್ ಝಿಲ್ಗ್ಯಾಚಿ ಸುನ್ನತ್ ಕರ್ತ್ಯಾಶಿ.