John 7:23 — Compare Translations
7 translations compared side by side
Odia - 1840
"ଏଥିରୁ ଜଣାପଡେ ଯେ, କୌଣସି ଲୋକକୁ ମାଶାଙ୍କେର ନିୟମ ପାଳନ କରିବା ପାଇଁ ବିଶ୍ରାମବାର ଦିନ ସୁନ୍ନତ କରା ଯାଇପା ରେ। ତେଣୁ ମୁଁ ଯଦି ବିଶ୍ରାମବାର ଦିନ କୌଣସି ଲୋକର ସମ୍ପୂର୍ଣ୍ଣ ଦହକେୁ ସୁସ୍ଥ କଲି ଦବେେ ତୁମ୍ଭେ କାହିଁକି ରାଗୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋଶାଙ୍କର ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାରରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାରରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋʼ ଉପରେ କ୍ରୋଧ କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ବିଶ୍ରାମବାରରେ ଗୋଟିଏ ପୁଅକୁ ସୁନ୍ନତ କରାଇବା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରାଯାଉ ନାହିଁ, ସେହିଦିନ ମୁଁ ଜଣେ ଲୋକର ଶରୀରକୁ ସମ୍ପୂଣର୍ଣ ଆରୋଗ୍ୟ କରିଦେଲେ, କାହିଁକି ଉତ୍ତ୍ୟକ୍ତ ହେଉଛ?
Odia Bible ERV 2004 (ପବିତ୍ର ବାଇବଲ)
ଏଥିରୁ ଜଣାପଡ଼େ ଯେ, କୌଣସି ଲୋକକୁ ମୋଶାଙ୍କର ନିୟମ ପାଳନ କରିବା ପାଇଁ ବିଶ୍ରାମବାର ଦିନ ସୁନ୍ନତ କରାଯାଇପାରେ। ତେଣୁ ମୁଁ ଯଦି ବିଶ୍ରାମବାର ଦିନ କୌଣସି ଲୋକର ସମ୍ପୂର୍ଣ୍ଣ ଦେହକୁ ସୁସ୍ଥ କଲି ତେବେ ତୁମ୍ଭେ କାହିଁକି ରାଗୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶାଙ୍କର ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାର ଦିନରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାର ଦିନରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋʼ ଉପରେ କ୍ରୋଧ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ମୋଶାଙ୍କର ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାରରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାରରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋ' ଉପରେ କ୍ରୋଧ କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜರ್ ತರ್ ಸಬ್ಬಾತಾಚ್ಯಾ ದಿಸಿ ಎಕ್ ಝಿಲ್ಗ್ಯಾಚಿ ಸುನ್ನತ್ ಕರ್ತ್ಯಾಶಿ, ತರ್ ಮೊಯ್ಜೆನ್ ದಿಲ್ಲೊ ಖಾಯ್ದೊ ಮೊಡ್ಲ್ಯಾ ಸರ್ಕೆ ಹೊಯ್ನಾ, ತಸೆಜಾಲ್ಯಾರ್ ಎಕ್ ಮಾನ್ಸಾಕ್ ಸಬ್ಬಾತಾ ದಿಸಿ ಬರೆ ಕರ್ಲ್ಯಾರ್ ತುಮ್ಕಾ ಕಶ್ಯಾಕ್ ತುಮಿ ಕೆಕಾ ರಾಗ್ ಯೆವ್ಲಾ?