John 7:25 — Compare Translations
7 translations compared side by side
Odia - 1840
"ୟିରୁଶାଲମ ରେ ବାସ କରୁଥିବା କେତକେ ଲୋକ କହିଲେ, ଏହି ଲୋକକୁ ସମାନେେ ମାରିବା ପାଇଁ ଚାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିରୂଶାଲମନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯିରୂଶାଲମରେ କେତେକ ଲୋକ କହିଲେ, “ଯେଉଁ ବ୍ୟକ୍ତିଙ୍କୁ ମାରିବା ପାଇଁ କର୍ତ୍ତୃପକ୍ଷମାନେ ଚେଷ୍ଟା କରୁଛନ୍ତି, ସେ ଏହି ନୁହନ୍ତି କି?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କ’ଣ ପ୍ରକୃତରେ ଖ୍ରୀଷ୍ଟ ଜନତାଙ୍କ ମଧ୍ୟରେ ଆଲୋଡ଼ନ ଯିରୁଶାଲମରେ ବାସ କରୁଥିବା କେତେକ ଲୋକ କହିଲେ, “ଏହି ଲୋକକୁ ସେମାନେ ମାରିବା ପାଇଁ ଗ୍ଭହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିରୂଶାଲମ ସହରନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କ'ଣ ସେ ନୁହେଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆರುಜಲೆಮಾತ್ ರ್ಹಾತಲಿ ಉಲ್ಲಿ ಲೊಕಾನಿ, “ಅದಿಕಾರಿ ಜಿವಾನಿ ಮಾರುಕ್ ಬಗುನಗೆತ್ ಹಾತ್ ಹೆಕಾಚ್ ನ್ಹಯ್ ಕಾಯ್?